jsm

ହୁମ୍ମାଠାରେ ବିଜେଡ଼ିର ଜନ ସମ୍ପର୍କ ପଦଯାତ୍ରା

csstore

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗଞ୍ଜାମ ବ୍ଲକର ହୁମ୍ମାଠାରେ ବିଜୁ ଜନତା ଦଳ ତରଫରୁ ଏକ ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଏବଂ ବ୍ରହ୍ମପୁର ମେୟର ତଥା ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳର ସଭାନେତ୍ରୀ ଶ୍ରୀମତୀ ସଂଘମିତ୍ରା ଦଳେଇଙ୍କ ସମେତ ସମସ୍ତ ନେତୃବୃନ୍ଦଙ୍କ ଉପସ୍ଥିତିରେ ହୁମ୍ମା ସରପଞ୍ଚ ଶ୍ରୀମତୀ ଜାନକୀ ଦାସ ତାଙ୍କର ଶତାଧିକ ସମର୍ଥକଙ୍କ ସହ ବିଜୁ ଜନତା ଦଳରେ ଯୋଗଦାନ କରିଥିଲେ ।

yuvodaya
Leave A Reply

Your email address will not be published.