ମନ୍ଦିରର ଉନ୍ନତିକରଣ ପାଇଁ ରାଜ୍ୟ ସରକାରଙ୍କୁ ଟ୍ୱିଟ କରି ଜଣାଇଲେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମନ୍ଦିରର ଉନ୍ନତିକରଣ ପାଇଁ ରାଜ୍ୟ ସରକାରଙ୍କୁ ଟ୍ୱିଟ କରି ଜଣାଇଛନ୍ତି ବଲାଙ୍ଗିର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ । ସୂଚନାଯୋଗ୍ୟ ଯେ, ମା’ ସମଲେଶ୍ୱରୀ ଓ ପାଟଣେଶ୍ୱରୀ ମନ୍ଦିର ପ୍ରତି ଶତାଧିକ ବର୍ଷ ଧରି ଜଡିତ ଥିବା ବଲାଙ୍ଗିର ସହରବାସୀଙ୍କ ଭାବ ପ୍ରବଣତା ଓ ନିଜର ଆନ୍ତରିକ ଭାବନାକୁ ଦର୍ଶାଇ ଏହି ଦ୍ୱୟ ମାତାଙ୍କ ମନ୍ଦିରର ଉନ୍ନତିକରଣ ପାଇଁ ରାଜ୍ୟ ସରକାରଙ୍କୁ ଟ୍ୱିଟ କରି ବଲାଙ୍ଗିର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଜଣାଇଛନ୍ତି ।

Leave A Reply

Your email address will not be published.