ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଏବଂ ପୂଜା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଏବଂ ପୂଜା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିବେ । ଜାପାନର ବୌଦ୍ଧ ଭିକ୍ଷୁ ତାକାଓ ତାକାଡୋ ଏହି କାର୍ଯ୍ୟକ୍ରମରେ ପୌରହିତ୍ୟ କରିବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!