ବିପର୍ଯ୍ୟୟ ପ୍ରଶମନରେ ଗୋଷ୍ଠୀ ସହଭାଗିତା ବୃଦ୍ଧିକୁ ସରକାରଙ୍କ ଦ୍ୱାରା ଗୁରୁତ୍ୱ ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ଦକ୍ଷନୀତି ଯୋଗୁଁ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ମଡେଲ୍ ଅନ୍ୟମାନଙ୍କ ପାଇଁ ଉଦାହରଣ ହୋଇଛି । ଧନଜୀବନ ସୁରକ୍ଷାକୁ ଗୁରୁତ୍ୱ ଦେଇ ଅତ୍ୟାଧୁନିକ ଓ ସୁଦୃଢ଼ ବିପର୍ଯ୍ୟୟ ପରିଚାଳନା ସହ ବିପର୍ଯ୍ୟୟ ପ୍ରଶମନରେ ଗୋଷ୍ଠୀ ସହଭାଗିତା ବୃଦ୍ଧିକୁ ସରକାର ଗୁରୁତ୍ୱ ଦେଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.