ଏନ୍‌ଏମ୍‌ଏ ଅଧ୍ୟକ୍ଷ ହେଲେ କିଶୋର ବାସା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଷ୍ଟ୍ରୀୟ ସ୍ମାରକ ପ୍ରାଧିକରଣ (ଏନ୍‌ଏମ୍‌ଏ)ର ଅଧ୍ୟକ୍ଷ ହେଲେ ପ୍ରଫେସର କିଶୋର କୁମାର ବାସା । ଶୁକ୍ରବାର ଏ ନେଇ କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଫେସର ବାସା ଏବେ ବାରିପଦା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର କୁଳପତି ଅଛନ୍ତି ।

Leave A Reply

Your email address will not be published.