ଗଞ୍ଜେଇ ଜବତ : ୧ ଗିରଫ

ବାଉଁଶୁଣି : ବୌଦ୍ଧ ବ୍ଲକ ବାଉଁଶୁଣି ଥାନା ପୁଲିସ ଶନିବାର ସାନ୍ତୁମ ଗ୍ରାମରେ ଚଢାଉ କରି ଗଞ୍ଜେଇ ଜବତ କରିବା ସହ ବାଞ୍ଛା ଗାଈଗୌରିଆ(୫୫)ଙ୍କୁ ଗିରଫ କରିଥିବା ଜଣାପଡିଛି । ଜବତ ଗଞ୍ଜେଇର ପରିମାଣ ୧୭ କେଜି ବୋଲି ପୁଲିସ ପ୍ରକାଶ କରିଛି । ଏନେଇ ବାଉଁଶୁଣି ଥାନାରେ ଏକ ମାମଲା ରୁଜୁ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.

error: Content is protected !!