ଆମ୍ବପାଲି ହାଇସ୍କୁଲକୁ ପରିଦର୍ଶନ କଲେ ଟିଟିଲାଗଡ ଉପଜିଲ୍ଲାପାଳ

ସଇଁତଲା, (କେପଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ତୁଷୁରା ବ୍ଲକ ଆମ୍ବପାଲି ହାଇସ୍କୁଲରେ ତୃତୀୟ ପର୍ଯ୍ୟାୟରେ ୫ଟି କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏହାକୁ ପରିଦର୍ଶନ କରି ତଦାରଖ କରିଛନ୍ତି ଟିଟିଲାଗଡ ଉପଜିଲ୍ଲାପାଳ ସତ୍ୟବାନ ମନୋଜ ମହାଜନ । ଏହି ପରିଦର୍ଶନ ସମୟରେ ଉପଜିଲ୍ଲାପାଳଙ୍କ ସହ ବିଡିଓ ଚନ୍ଦ୍ରମଣି ନାଗ, ବ୍ଲକ ଶିକ୍ଷା ଅଧିକାରୀ ଗୋବର୍ଦ୍ଧନ ଭୋଇ, ବିଭାଗୀୟ ଜେଇ ଓ ପ୍ରଧାନ ଶିକ୍ଷକ ବିଜୟ କୁମାର ବାଗ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.