jayashree

ଉଚ୍ଚତମ ନ୍ୟାୟାଳୟର ମୁଖ୍ୟ ବିଚାରପତି ଭାବରେ ଶପଥ ଗ୍ରହଣ କଲେ ଡ. ଧନଞ୍ଜୟ ଯଶୱନ୍ତ ଚନ୍ଦ୍ରଚୂଡ଼

ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଭବନର ଦରବାର ହଲରେ ଆଜି (ନଭେମ୍ବେର ୦୯, ୨୦୨୨) ୧୦.୦୦ ଘ. ରେ ଆୟୋଜିତ ଏକ ସମାରୋହରେ, ନ୍ୟାୟମୂର୍ତ୍ତି ଡ. ଧନଞ୍ଜୟ ଯଶୱନ୍ତ ଚନ୍ଦ୍ରଚୂଡ଼ ଭାରତର ଉଚ୍ଚତମ ନ୍ୟାୟାଳୟର ମୁଖ୍ୟ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି । ସେ ରାଷ୍ଟ୍ରପତିଙ୍କ ନିକଟରେ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରିଛନ୍ତି ।

Leave A Reply

Your email address will not be published.