ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ପାଇଁ ସାଜିଛି ସଞ୍ଜୀବନୀ ସାଜିଛି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାସ୍ଥ୍ୟ ସଙ୍କଟ ସମୟରେ ଉତ୍ତମ ଚିକିତ୍ସା ସୁନିଶ୍ଚିତ କରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ପାଇଁ ସଞ୍ଜୀବନୀ ସାଜିଛି । ରାଜ୍ୟ ତଥା ରାଜ୍ୟ ବାହାରର ବଡ଼ ବଡ଼ ହସ୍ପିଟାଲରେ ଏହି ଯୋଜନାରେ ବର୍ଷକ ମଧ୍ୟରେ ୫.୫ଲକ୍ଷ ରୋଗୀ ଚିକିତ୍ସିତ ହୋଇଥିବା ବେଳେ ସେମାନଙ୍କର ₹୧୧୯୧ କୋଟିର ଚିକିତ୍ସା ଜନିତ ଖର୍ଚ୍ଚ ସଞ୍ଚୟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!