ପାଟଣାଗଡ ବିଧାୟକଙ୍କ ଦ୍ୱାରା ‘ମିଲେଟ୍ ଫୁଡ୍ ଫେଷ୍ଟିଭାଲ୍’ ଉଦ୍‌ଘାଟିତ

ପାଟଣାଗଡ, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପାଟଣାଗଡ ନିର୍ବାଚନ ମଣ୍ଡଳୀର ଖାପ୍ରାଖୋଲ ବ୍ଲକରେ ‘ମିଲେଟ୍ ଫୁଡ୍ ଫେଷ୍ଟିଭାଲ୍’ ଉଦ୍‌ଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପାଟଣାଗଡ ବିଧାୟକ ସରୋଜ କୁମାର ମେହେର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦ୍‌ଘାଟନ କରିଥିବା ବେଳେ ମିଲେଟ ଉତ୍ପାଦର ସ୍ୱାଦ ଚାଖିବାକୁ ଏହି ଉତ୍ସବରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନିମନ୍ତ୍ରଣ କରାଯାଇଥିବା ନେଇ ଜଣାପଡିଛି ।

Leave A Reply

Your email address will not be published.