ବସ୍ତି ବାସିନ୍ଦାଙ୍କୁ ଭୂମି ଅଧିକାର ଦେବା ପାଇଁ ଓଡିଶାର ୫ଟି ମହାନଗର ନିଗମରେ ଡ୍ରୋନ ସର୍ଭେର ଶୁଭାରମ୍ଭ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୩୩ଟି ପୌର ସଂସ୍ଥାର ୭୦୭ ଉନ୍ନୀତ ବସ୍ତିକୁ ବିଜୁ ଆଦର୍ଶ କଲୋନୀ ରୂପେ ଉତ୍ସର୍ଗ କରିବେ । ଏଥିସହିତ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଦେବା ପାଇଁ ଓଡିଶାର ୫ଟି ମହାନଗର ନିଗମରେ ଆରମ୍ଭ ହେବାକୁ ଥିବା ଡ୍ରୋନ୍ ସର୍ଭେ ନିମନ୍ତେ ଏମ୍ଓୟୁ ସ୍ୱାକ୍ଷର କରାଯିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.