ଆଜି ନାମାଙ୍କନ ଦାଖଲ କରିବେ ପଦ୍ମପୁର ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବେ ପ୍ରଦୀପ ପୁରୋହିତ । ତିନି ପ୍ରମୁଖ ଦଳ ମଧ୍ୟରୁ ବିଜେପି ପ୍ରଥମେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା । ୧୨ ତାରିଖରେ ଦଳ ପ୍ରଦୀପଙ୍କୁ ପ୍ରାର୍ଥୀ କରିବ ବୋଲି ଘୋଷଣା କରିଥିଲା । ଆଜି ନାମାଙ୍କନ ଦାଖଲ ନେଇ ଦଳ ପକ୍ଷରୁ କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.