ଭାରସାମ୍ୟ ହରାଇ ଗଛରେ ପିଟିହେଲା ବସ୍, ୮ ଆହତ

କରଞ୍ଜିଆ : ମହୁଲଡିହା ଥାନା ଅନ୍ତର୍ଗତ ୫୩ ନମ୍ବର ରାଜ୍ୟ ରାଜପଥ ଚିଆଁବେଡା ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ଯାତ୍ରୀବାହୀ ବସ୍ । ଫଳରେ ଏହି ଦୁର୍ଘଟଣାରେ ୮ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.