jsm

ପଦ୍ମପୁର ବିଜେପି ବିଧାୟକ ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ନାମାଙ୍କନ ପତ୍ର ଦାଖଲ

csstore

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ଜନତା ପାର୍ଟି ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧି ଦଳ ନେତା ଜୟ ନାରାୟଣ ମିଶ୍ର, କନକ ବର୍ଦ୍ଧନ ସିଂଦେଓ, ବରଗଡ ସାଂସଦ ସୁରେଶ ପୂଜାରୀ ଏବଂ ରାଜ୍ୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଆଜି ଏକ ଶୋଭାଯାତ୍ରାରେ ବାହାରି ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ପହଞ୍ଚି ପ୍ରାର୍ଥୀ ପତ୍ର ଦାଖଲ କରିଥିଲେ । ଏଥିରେ ଶତାଧିକ ବିଜେପି କର୍ମୀ ଉପସ୍ଥିତ ଥିଲେ ।

yuvodaya
Leave A Reply

Your email address will not be published.