ଆଜି ଆରମ୍ଭ ହେଲା ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଆରମ୍ଭ ହୋଇଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଏହି ଅଧିବେଶନ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ । ବିଧାନସଭା ଆରମ୍ଭରେ ଦିବଂଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ ଆଗତ କରିବା ପରେ ଗୃହକାର୍ଯ୍ୟ ଆରମ୍ଭ ହୋଇଛି ।

Leave A Reply

Your email address will not be published.