oom

ବିଧାନସଭା କାର୍ଯ୍ୟ ପରାମର୍ଶଦାତା କମିଟି ପୁନର୍ଗଠିତ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଧାନସଭା କାର୍ଯ୍ୟ ପରାମର୍ଶଦାତା କମିଟି ପୁନର୍ଗଠିତ ହୋଇଯାଇଛି । ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟିରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା, ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ ଅମାତ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଓ ବରିଷ୍ଠ ବିଧାୟକ ସୁଦାମ ମାର୍ଣ୍ଡି ସଦସ୍ୟ ଅଛନ୍ତି । ଗତକାଲି ଅପରାହ୍ନରେ ବାଚସ୍ପତି ଏ ସମ୍ପର୍କରେ ଘୋଷଣା କରିଥିଲେ ।

jittmm
Leave A Reply

Your email address will not be published.