ଭୁବନେଶ୍ୱର : କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ପରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫ଶହକୁ ଟପିଯାଇଛି । ରାଜ୍ୟରେ କରୋନା ସଂକ୍ରମଣ କମି କମି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ କମୁ ନଥିବା ଦେଖାଯାଇଛି । ଏବେ ସମୁଦାୟ କରୋନା ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ୧୫୧୦ରେ ପହଂଚିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।