ବିଜୟୀ ବର୍ଷା ସିଂ ବରିହାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପଦ୍ମପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ବିପୁଳ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବର୍ଷାଙ୍କ ସହ ଟେଲିଫୋନରେ କଥା ହେବା ସହ ବିଜୟ ପାଇଁ ଶୁଭେଛା ଜଣାଇଛନ୍ତି । ସୂଚନାଯୋଗ୍ୟ ଯେ, ପଦ୍ମପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କୁ ବିପୁଳ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି ।

Leave A Reply

Your email address will not be published.