ପୁଇଁନ୍ତଲା ବ୍ଲକ କାର୍ଯ୍ୟାଳୟରେ ସମୀକ୍ଷା ଏବଂ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ପରିଦର୍ଶନ କଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷା

ପୁଇଁନ୍ତଲା, (ଶମ୍ଭୁନାଥ ସାହୁ) : ପୁଇଁନ୍ତଲା ବ୍ଲକ କାର୍ଯ୍ୟାଳୟରେ ସମୀକ୍ଷା ଏବଂ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ପରିଦର୍ଶନ କରିଛନ୍ତି ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ । ଏହି ଅବସରରେ ପୁଇଁନ୍ତଲା ବ୍ଲକ ଚେୟାରମ୍ୟାନଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.