ଫିକି ସିଏସ୍‌ଆର୍‌ ଆୱାର୍ଡ ପାଇଲା ଇମ୍ଫା

ନୂଆଦିଲ୍ଲୀ : ଇଣ୍ଡିଆନ ମେଟାଲ ଆଣ୍ଡ ଫେରୋ ଆଲଏଜ୍‌ (ଇମ୍ପା)କୁ ଆଉ ଏକ ସମ୍ମାନ ଓ ସଫଳତା ମିଳିଥିବା ଜଣାପଡ଼ିଛି । ଏପରିକି କମ୍ପାନୀର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମର ବିଶେଷ ସଫଳତା ଯୋଗୁଁ ଉକ୍ତ ସମ୍ମାନ ମିଳିଥିବା ନେଇ ଇମ୍ପା ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.