ବରିଷ୍ଠ ନାଗରିକ ତୀର୍ଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ରାଜ୍ୟର ବରିଷ୍ଠ ନାଗରିକ ମାନଙ୍କୁ ଦେଶର ବିଭିନ୍ନ ତୀର୍ଥ ସ୍ଥାନ ଭ୍ରମଣ ସୁବିଧା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରିଛନ୍ତି । ୨୦୨୨-୨୩ ବର୍ଷ ପାଇଁ ପୁରୀ ଜିଲ୍ଲାର ୧୫୯ ଜଣ ବରିଷ୍ଠ ନାଗରିକ ରାଜସ୍ଥାନର ଆଜମେର ଓ ପୁଷ୍କର ପରିଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଯାତ୍ରା ୨୦୨୩ ମସିହା ମାର୍ଚ୍ଚ ୪ ରୁ ୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବା ନେଇ ସୂଚନା ରହିଛି ।

Leave A Reply

Your email address will not be published.

error: Content is protected !!