ନୂତନ ଫ୍ଲାଏଓଭର ନିର୍ମାଣ ପାଇଁ ପ୍ରସ୍ତାବ ଦେବାକୁ ପୂର୍ତ୍ତ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ରାୟଗଡ଼ା : ରାସ୍ତା ଘାଟ ବିକାଶ ପାଇଁ ସରକାର ଗୁରୁତ୍ବ ଦେଉଥିବା ବେଳେ ରାସ୍ତା ଅଧିକ ଓସାରିଆ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଛି । ତେଣୁ ଯେଉଁ ସ୍ଥାନରେ ଆବଶ୍ୟକ ରହିଛି ସେଠାରେ ନୂତନ ଫ୍ଲାଏଓଭର ନିର୍ମାଣ ପାଇଁ ପ୍ରସ୍ତାବ ଦେବାକୁ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ନିର୍ଦ୍ଦେଶ ଦେଇଛନ୍ତି । ରାସ୍ତା ଓ ପୋଲ ନିର୍ମାଣ ସମୟରେ ଗୁଣବତ୍ତା ସହିତ ସମୟ ମଧ୍ୟରେ ଶେଷ କରିବା ପାଇଁ ମଧ୍ୟ ମନ୍ତ୍ରୀ ଶ୍ରୀ ମଲ୍ଲିକ କହିଛନ୍ତି ।

Leave A Reply

Your email address will not be published.

error: Content is protected !!