ସାଂସଦ ମାନସ ମଙ୍ଗରାଜ ହେଲେ ସ୍ୱାଧିକାର କମିଟିର ସଦସ୍ୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟସଭା ସାଂସଦ ତଥା ବିଜେଡି ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜକୁ ଗୃହରେ ନୂଆ ଦାୟିତ୍ୱ ଦିଆଯାଇଛି । ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖର୍‍ ମାନସ ମଙ୍ଗରାଜଙ୍କୁ ରାଜ୍ୟସଭାର ସ୍ୱାଧିକାର କମିଟିର ସଦସ୍ୟ ଭାବେ ମନୋନୀତ କରିଛନ୍ତି । ପୂର୍ବରୁ ବିଜେଡି ସାଂସଦ ଡକ୍ଟର ସସ୍ମିତ ପାତ୍ର ଏହି କମିଟିରେ ସଦସ୍ୟ ଥିଲେ ।

Leave A Reply

Your email address will not be published.

18 − twelve =

error: Content is protected !!