ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀ

ନୂଆଦିଲ୍ଲୀ : ଆଜି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀ ପାଳନ କରାଯାଉଛି । ଏହି ପରିପ୍ରେକ୍ଷୀରେ ସାରା ଦେଶରେ ବିଜେପି ଅନେକ କାର୍ଯ୍ୟକ୍ରମ ଆୟୋଜନ କରୁଛି । ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ସମସ୍ତ କେନ୍ଦ୍ର ମନ୍ତ୍ରୀ ଅଟଳ ବିହାରୀଙ୍କ ସ୍ମୃତି ସ୍ଥାନ ‘ସଦୈବ ଅଟଳ’ରେ ଆୟୋଜିତ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ।

Leave A Reply

Your email address will not be published.