ଭିଜିଲାନ୍ସ ହାତରେ ଧରାପଡିଲେ ଜଗତସିଂହପୁର ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲ୍ଲା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସକାଳୁ ସକାଳୁ ଜଗତସିଂହପୁର ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲ୍ଲାଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢାଉ କରିଥିବା ଜଣାପଡିଛି । ଏକାସାଙ୍ଗରେ ୯ଟି ଜାଗାରେ ଚଢ଼ାଉ ଜାରି ରହିଛି । ଭିଜିଲାନ୍ସ ଟିମ୍‌ରେ ୨ ଜଣ ଡିଏସ୍‌ପି, ୧୪ ଇନ୍ସପେକ୍ଟର ଓ ୬ ଜଣ ଏଏସ୍‌ଆଇ ଓ ଅନ୍ୟ ଅଧିକାରୀ ବିଭିନ୍ନ ଜାଗରେ ଚଢ଼ାଉ କରିଥିବା ଜଣାପଡିଛି ।

Leave A Reply

Your email address will not be published.

error: Content is protected !!