ଆଜି ଅନୁଗୁଳ ଆସୁଛନ୍ତି ମୁଖ୍ୟମନ୍ତ୍ରୀ

ଅନୁଗୁଳ, (ଆର୍ତ୍ତତ୍ରାଣ ପାଣି) : ଅନୁଗୁଳ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଗସ୍ତ ଅବସରରେ ୧୮୦୫ କୋଟି ଟଙ୍କାର ମୋଟ ୨୩ଟି ପ୍ରକଳ୍ପର ଉଦ୍‌ଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ୩ ଜଣ କେନ୍ଦ୍ର କ୍ୟାବିନେଟ୍‌ ମନ୍ତ୍ରୀ ମଧ୍ୟ ଅନୁଗୁଳ ଗସ୍ତରେ ଆସି ଏକାଧିକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.