oom

ଝାରମୁଣ୍ଡା ଗ୍ରାମଠାରେ ଅନୁଷ୍ଠିତ ହୋଇଥିବା ଧନୁଯାତ୍ରା ମହୋତ୍ସବରେ ସମ୍ମାନିତ ହେଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ

jsmm

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଝାରମୁଣ୍ଡା ଗ୍ରାମଠାରେ ଅନୁଷ୍ଠିତ ହୋଇଥିବା ଧନୁଯାତ୍ରା ମହୋତ୍ସବରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସମ୍ମାନିତ ହୋଇଥିବା ଜଣାପଡିଛି । ତେବେ ଏଥିପାଇଁ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ଧନୁଯାତ୍ରା ମହୋତ୍ସବ କମିଟିକୁ ଧନ୍ୟବାଦ ଦେଇଥିବା ଜଣାପଡିଛି ।

jittmm
Leave A Reply

Your email address will not be published.