ବିଧାୟକଙ୍କ ନିର୍ଦ୍ଦେଶ କ୍ରମେ ଦେଓଗାଁ ବ୍ଲକର ବିଭିନ୍ନ ମଣ୍ଡି ପରିଦର୍ଶନ କଲେ କଂଗ୍ରେସ ପ୍ରତିନିଧି ଦଳ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ସରକାର ଚାଷୀଙ୍କ ହିତକୁ ଦୃଷ୍ଟିରେ ରଖି ରାଜ୍ୟର ପ୍ରତ୍ୟେକ ମଣ୍ଡିରେ କଟନୀ ଛଟନୀ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେବା ସହ ମଣ୍ଡିରେ କଟନୀ ଛଟନୀ ହେଲେ ମଣ୍ଡି ଉପରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି । ତେବେ ଏହି ଅବସରରେ ବିଧାୟକ ନରସିଂହ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ବଲାଙ୍ଗିର ଜିଲ୍ଲା କିଷାନ କଂଗ୍ରେସ ପ୍ରତିନିଧି ଦଳ ଦେଓଗାଁ ବ୍ଲକର ବିଭିନ୍ନ ମଣ୍ଡି ପରିଦର୍ଶନ କରିଥିବା ନେଇ ଜଣାପଡିଛି ।

Leave A Reply

Your email address will not be published.