ଇଂରାଜୀ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଇଂରାଜୀ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୨୩ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କ ପାଇଁ ସୁଖ, ଶାନ୍ତିର ବର୍ଷ ହେଉ । ସମୃଦ୍ଧି ଓ ସୁଯୋଗ, ସମ୍ଭାବନାର ବର୍ଷ ହେଉ । ଏହା ହିଁ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଟ୍ୱିଟ କରି ସମସ୍ତଙ୍କୁ ନୂଆବର୍ଷର ଅଭିନନ୍ଦର ଜଣାଇଛନ୍ତି ନବୀନ ପଟ୍ଟନାୟକ ।

Leave A Reply

Your email address will not be published.