ଦେଶବାସୀଙ୍କୁ ନୂଆ ବର୍ଷ ପାଇଁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ନୂଆ ବର୍ଷ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ସେ ଟୁଇଟ କରି କହିଛନ୍ତି, ୨୦୨୩ ବର୍ଷ ସମସ୍ତଙ୍କ ପାଇଁ ସୁଖମୟ ହେଉ । ଏହା ଆଶା, ସୁଖ ଏବଂ ଅନେକ ସଫଳତାରେ ପରିପୂର୍ଣ୍ଣ ହେଉ । ସମସ୍ତେ ଉତ୍ତମ ସ୍ୱାସ୍ଥ୍ୟର ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ ।

Leave A Reply

Your email address will not be published.