ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁନ୍ତଲା ଥାନା କିରାବାହାଲ ଗାଁରେ ପିଙ୍କୁ ସେଠ୍‌ ନାମକ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି । ପରିବାର ଲୋକେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବା ସହ ଥାନାରେ ଲିଖିତ ଅଭିଯୋଗ କରିଛନ୍ତ । ପୁଲିସ ଘଟଣାର ତଦନ୍ତ କରୁଛି ।

Leave A Reply

Your email address will not be published.