ଆଜି ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ

  • ଆଜିଠୁ ରାଉରକେଲାରେ ଗଡ଼ିବ ‘ମୋ ବସ୍‌’ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲା ଗସ୍ତରେ ଆସୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସହରରେ କରାଯାଇଛି କଡ଼ା ସୁରକ୍ଷା ବ୍ୟବସ୍ଥା । ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିବେ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ସମେତ ବିଭିନ୍ନ ପ୍ରକଳ୍ପ । ଏହା ସହ ମୋ ବସ୍‌କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିବେ ବୋଲି ଜଣାପଡ଼ିଛି । ଆଜିଠାରୁ ରାଉରକେଲାରେ ଗଡ଼ିବ ବସ୍‌ ।

Leave A Reply

Your email address will not be published.