ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବସ୍ତି ବାସିନ୍ଦାଙ୍କ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯିବାକୁ ନେଇ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବସ୍ତି ବାସିନ୍ଦାଙ୍କ ପକ୍ଷରୁ ବିକ୍ଷୋଭ କରାଯିବକୁ ଥିବା ବେଳେ ଯେମିତି କିଛି ଅପ୍ରୀତିକର ସମସ୍ୟା ସୃଷ୍ଠି ନ ହୁଏ ତାହାକୁ ଆଖି ଆଗରେ ରଖି ଟାଉନ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ଜଣାପଡିଛି ।

Leave A Reply

Your email address will not be published.

error: Content is protected !!