ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଖଣ୍ଡିଏ ପାଇବା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ତ ହେଲେ ଚୁଡାମଣି ସୁନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଖଣ୍ଡିଏ ପାଇବା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ତ ହେଲେ ଚୁଡାମଣି ସୁନା । ତାଙ୍କ କହିବା ଅନୁସାରେ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଖଣ୍ଡିଏ ପାଇବା ପାଇଁ ଗତ ୩୦/୦୯/୨୦୧୯ରେ ଆବେଦନ କରି ଦରଖାସ୍ତ ଦେଇଥିଲେ ସୁଦ୍ଧା ଏବେ ପର୍ଯ୍ୟନ୍ତ ତାଙ୍କୁ ଆବାସ ମିଳି ପାରିନାହିିଁ, ତେଣୁ ଆଜି ସେ ଆବାସ ଯୋଜନାରେ ଘର ଖଣ୍ଡିଏ ପାଇବା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ।

Leave A Reply

Your email address will not be published.

error: Content is protected !!