csstore

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଗଲପୁର ଥାନାର ଶୁଭ ଉଦ୍‌ଘାଟନ

ଆଗଲପୁର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଗଲପୁର ଥାନାର ଶୁଭ ଉଦ୍‌ଘାଟନ ହୋଇଯାଇଛି । ଏହି ଅବସରରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ, ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ନୀତିନ କୁଶଳକର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସରୋଜ କୁମାର ନାୟକ, ଉପଖଣ୍ଡ ପୋଲିସ ଅଧିକାରୀ ତୋଫାନ ବାଗ, ଆଗଲପୁର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାଶ, ମନ୍ତ୍ରୀଙ୍କ ପ୍ରତିନିଧି ଶ୍ରୀମତୀ ରଞ୍ଜୁ ରାଇମନ, ବିଜେଡି ସିଇସି ସଭ୍ୟ ନିହାର ବେହେରା, ସମସ୍ତ ସରପଞ୍ଚ, ସମିତି ସଭ୍ୟ ଲୋକ ପ୍ରତିନିଧି ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.