ମୁନିନ୍ଦାରେ ଖୋଲିଲା ଧାନମଣ୍ଡି

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକ ମୁନିନ୍ଦା ପଞ୍ଚାୟତ ବାଲୁଙ୍କେଶ୍ୱର ସେବା ସମବାୟ ସମିତି ପକ୍ଷରୁ ଧାନମଣ୍ଡିର ଶୁଭାରମ୍ଭ ହୋଇଯାଇଛି । ଏହି ଅବସରରେ ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷା ବାସନ୍ତୀ ସାହୁ, ଉପାଧ୍ୟକ୍ଷ ଦୁର୍ବାଶା ନିଶଙ୍କ, କେନ୍ଦ୍ର ସମବାୟ ସମିତି ନିର୍ଦ୍ଦେଶକ ଚିତ୍ରସେନ ନିଶଙ୍କ, ସେବା ସମବାୟ ସମିତିର ସଭାପତି ଅମିୟ କୁମାର ପରିଡା, ସମ୍ପାଦକ ଦିଲ୍ଲିପ କୁମାର ପରିଡା, ପୂର୍ବତନ ସରପଞ୍ଚ ନରେନ୍ଦ୍ର ପରିଡାଙ୍କ ସମେତ ସମବାୟ ସମିତିର ସମସ୍ତ ସଭ୍ୟ ସଭ୍ୟା ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.