ହକି ବିଶ୍ୱକପ ପାଇଁ ରାଜଧାନୀ ଜଗିବେ ୮୧ ପ୍ଲାଟୁନ୍ ପୁଲିସ ଫୋର୍ସ

ଭୁବନେଶ୍ୱର : ଆଜିଠୁ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଥିବା ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ୱକପ୍ ପାଇଁ ସୁରକ୍ଷା ବ୍ୟବସ୍ଥା କଡା କଡି କରାଯାଇଛି । ଗୁରୁବାର ଟ୍ୱିନ୍ ସିଟି ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏହି ସୂଚନା ଦେଇଛନ୍ତି । କେବଳ ଭୁବନେଶ୍ୱରରେ ପ୍ରାୟ ୮୧ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବ ବୋଲି ପୁଲିସ କମିସନର ସୂଚନା ଦେଇଛନ୍ତି ।

Leave A Reply

Your email address will not be published.