ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ଅଧୀନରେ କାର୍ଯ୍ୟରତ ମୋଟ ୧୬୯ ଜଣ ଓଏଏସ୍‌ ଅଫିସରଙ୍କ ବଦଳି କରାଯାଇଥିବା ବେଳେ ୭୯ଟି ତହସିଲରେ ନୂଆ ତହସିଲଦାରଙ୍କୁ ନିଯୁକ୍ତି ଦିଆଯାଇଛି । ଏ ନେଇ ଗୁରୁବାର ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି ।

Leave A Reply

Your email address will not be published.

error: Content is protected !!