ବାଥୁଡ଼ି ଓ ସାନ୍ତାଳମାନଙ୍କର କଳା ଏବଂ କଳାବସ୍ତୁ ପ୍ରଦର୍ଶନୀ ଉଦ୍‌ଘାଟିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ସ୍ଥାନୀୟ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ତଥା ପ୍ରଶିକ୍ଷଣ ପ୍ରତିଷ୍ଠାନର ସାନ୍ତାଳ ଘର ପ୍ରାଙ୍ଗଣ ଓ ଜୁଆଙ୍ଗ ମଣ୍ଡପରେ ଓଡ଼ିଶାର ଦୁଇ ଗୋଟି ଜନଜାତି ଯଥା ବାଥୁଡ଼ି ଓ ସାନ୍ତାଳମାନଙ୍କର କଳା ଓ କଳାବସ୍ତୁ ପ୍ରଦର୍ଶନୀ ଉଦ୍‌ଘାଟିତ ହୋଇଯାଇଛି । ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ସହଯୋଗିତାରେ ଆୟୋଜିତ ଏହି ପ୍ରଦର୍ଶନୀକୁ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ତଥା ପ୍ରଶିକ୍ଷଣ ପ୍ରତିଷ୍ଠାନର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଉଦ୍‌ଘାଟନ କରିଥିଲେ ।

Leave A Reply

Your email address will not be published.

error: Content is protected !!