csstore

ବଲାଙ୍ଗିର ଜିଲ୍ଲାରେ ଆଜି ୨୯ ଜଣ କରୋନା ଆକ୍ରାନ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ୨୯ ଜଣ କରୋନା ସଂକ୍ରମିତ ହୋଇଥିବା ସରକାରୀ ରିପୋର୍ଟରେ କୁହାଯାଇଛି । ଆଗଲପୁର ବ୍ଲକ୍‌ ରିନବଚନ ଗ୍ରା.ପ.ରୁ ୧, ବଲାଙ୍ଗିର ବ୍ଲକ୍‌ ଝାଙ୍କରପାଲି ଗ୍ରା.ପ.ରୁ ୧, ବଙ୍ଗୋମୁଣ୍ଡା ବ୍ଲକ୍‌ ଗନ୍ଧର୍ଲା ଗ୍ରା.ପ.ରୁ ୧, ସିନ୍ଧେକେଲା ଗ୍ରା.ପ.ରୁ ୧, ବଙ୍ଗୋମୁଣ୍ଡା ଗ୍ରା.ପ.ରୁ ୧, ଦେଓଗାଁ ବ୍ଲକ୍‌ ଜରାସିଂହା ଗ୍ରା.ପ.ରୁ ୧, କଂଟାବାଂଜି ଏନ୍‌ଏସି ୱାର୍ଡ ନଂ.୨ରୁ ୨, ୫ରୁ ୧, ୧୦ରୁ ୧, ୧୪ରୁ ୧ ଓ ୧୫ରୁ ୧, ଖପ୍ରାଖୋଲ ବ୍ଲକ୍‌ ଖପ୍ରାଖୋଲ ଗ୍ରା.ପ.ରୁ ୧, ମୁରିବାହାଲ ବ୍ଲକ୍‌ ହଲଦି ଗ୍ରା.ପ.ରୁ ୧, ପାଟଣାଗଡ଼ ବ୍ଲକ୍‌ ଲରମ୍ଭା ଗ୍ରା.ପ.ରୁ ୧, ତମିଆଁ ଗ୍ରା.ପ.ରୁ ୧, ଯୋଗୀମୁଣ୍ଡା ଗ୍ରା.ପ.ରୁ ୨, ଖୁଣ୍ଟ ସମଲେଇ ଗ୍ରା.ପ.ରୁ ୧, ପାଟଣାଗଡ଼ ଏନ୍‌ଏସି ୱାର୍ଡ ନଂ.୨ରୁ ୧, ୯ରୁ ୧, ୧୧ରୁ ୧, ସଇଁନ୍ତଲା ବ୍ଲକ୍‌ ଗଣ୍ଡପତ୍ରାପାଲି ଗ୍ରା.ପ.ରୁ ୧, ଟିଟିଲାଗଡ଼ ମ୍ୟୁନିସିପାଲିଟି ୱାର୍ଡ ନଂ.୨ରୁ ୧, ୬ରୁ ୧, ତୁରେକେଲା ବ୍ଲକ୍‌ ତୁରେକେଲା ଗ୍ରା.ପ.ରୁ ୧, ମହଖଣ୍ଡ ଗ୍ରା.ପ.ରୁ ୧, କୁଇବାହାଲ ଗ୍ରା.ପ.ରୁ ୧ ଓ ଝରଣୀ ଗ୍ରା.ପ.ରୁ ୧ ଜଣ ଆକ୍ରାନ୍ତ ହୋଇଛନ୍ତି ।

jayashree
Leave A Reply

Your email address will not be published.