ଭଲିବଲ ଟୁର୍ଣ୍ଣାମେଣ୍ଟ ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସନ ରାଇଜ ସ୍ପୋର୍ଟସ କ୍ଲବ ଛତ୍ରପୁର ଆନୁକୂଲ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ୨୨ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଏକ ଭଲିବଲ ଟୁର୍ଣ୍ଣାମେଣ୍ଟ ଆୟୋଜନ ହେଉଅଛି । ଏଥିପାଇଁ ଏକ ପ୍ରସ୍ତୁତି ବୈଠକ ବସିଥିଲା । ଏଲ୍. ଶ୍ରୀନିବାସ ରାଓ, ରଜନୀ କାନ୍ତ ପଟ୍ଟନାୟକ, ସମୀର କୁମାର ପଟ୍ଟନାୟକ, ଲକ୍ଷ୍ମୀ ନାରାୟଣ ପାତ୍ର, ପୂର୍ଣ୍ଣଚନ୍ଦ୍ର ବେହେରା, ସୁବାଷ ସେଠୀ, ଇଂ. ନରେଶ କୁମାର ଦୋରା, ଇ.ସୁଧାକର ଦୋରା ଏବଂ ଅନୁଷ୍ଠାନର ସମସ୍ତ ସଭ୍ୟ ଉପସ୍ଥିତ ଥିଲେ ।

Leave A Reply

Your email address will not be published.