କଅଗାଁ ଠାରେ ୭ତମ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବ୍ଲକ ଅନ୍ତର୍ଗତ ମିର୍ଦ୍ଧାପାଲି ପଞ୍ଚାୟତର କଅଗାଁ ଠାରେ ୭ତମ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅତିଥି ଭାବେ ଜିଲ୍ଲା ଯୁବ ବିଜେଡ଼ି ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା ଓ ଚନ୍ଦନଭାଟି ସରପଞ୍ଚ କୁନା ସାହୁ ଯୋଗ ଦେଇ ବିଜୟୀ ଦଳକୁ ପୁରସ୍କୃତ କରିଥିବା ନେଇ ଜଣାପଡିଛି ।

Leave A Reply

Your email address will not be published.

error: Content is protected !!