ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ପାଳିତ

ସଇଁନ୍ତଲା, (କେପିଏନ୍‌ଏସ୍‌) : ସଇଁନ୍ତଲା ସ୍ଥିତ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏଥିରେ ବରିଷ୍ଠ ଆଇନଜୀବୀ ରାଧେଶ୍ୟାମ ସାହୁ ମୁଖ୍ୟ ଅତିଥି, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ନଗେନ୍ଦ୍ର ବସ୍ତିଆ ମୁଖ୍ୟବକ୍ତା, ନାରାୟଣ ଦାଶ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । କ୍ଲବର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ ।

Leave A Reply

Your email address will not be published.