ଜାନୁଆରୀ ୨୫ରୁ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନ୍‌ ଚଳାଚଳ

ଭୁବନେଶ୍ୱର : ଜାନୁଆରୀ ୨୫ ତାରିଖରୁ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନ୍‌ ଚଳାଚଳ କରିବ ବୋଲି ଜଣାପଡିଛି । ଏହା ଦିନିଆ ଯାତ୍ରା କରିବାକୁ ଥିବାବେଳେ ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡ ଏବଂ ଓଡ଼ିଶାର ପ୍ରସିଦ୍ଧ ତୀର୍ଥସ୍ଥାନ ଦେଇ ଯାତ୍ରା କରିବ । ରେଳବାଇ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପାତାକା ଦେଖାଇ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନ୍‌ର ଶୁଭାରମ୍ଭ କରିବେ ବୋଲି ଜଣାପଡ଼ିଛି ।

Leave A Reply

Your email address will not be published.