ଅଭିନେତା ମିହିର ଦାସଙ୍କର ସାନପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ

ଭୁବନେଶ୍ୱର : ଲୋକପ୍ରିୟ ଅଭିନେତା ମିହିର ଦାସଙ୍କର ସାନପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ ଘଟିଛି । ମଙ୍ଗଳବାର ରାତିରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଅକ୍ଲାନ୍ତଙ୍କ ଲିଭରରେ ସମସ୍ୟା ଯୋଗୁଁ ସେ ଚିକିତ୍ସାଧୀନ ଥିଲେ । କଟକ ସତୀଚଉରା ଶ୍ମଶାନରେ ଅକ୍ଲାନ୍ତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି ।

Leave A Reply

Your email address will not be published.