ପୁରୀରେ ରଥକାଠ ଅନୁକୂଳ

ପୁରୀ : ପବିତ୍ର ଶ୍ରୀପଞ୍ଚମୀ ଅବସରରେ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଯାଇଛି । ଗୁରୁବାର ପରମ୍ପରା ଅନୁଯାୟୀ ରଥଖଳାରେ ୩ଟି ଧଉରା କାଠ ପୂଜାର୍ଚ୍ଚନା କରାଯାଇଛି । ଏହି କାଠରେ ନନ୍ଦିଘୋଷ, ତାଳଧ୍ୱଜ ଏବଂ ଦେବଦଳନ ରଥର ଗୁଜ ଅନୁକୂଳ କରାଯିବ ।

Leave A Reply

Your email address will not be published.