ସୋଆରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗୁରୁବାର ସାରା ଦେଶ ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ କରିଥିବା ବେଳେ ଏହି ସମାରୋହ ସହିତ ଯୋଡି ହୋଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ମଧ୍ୟ ଏହି ବିଶେଷ ଦିବସକୁ ପାଳନ କରାଯାଇଛି । ଏହି ଅବସରରେ ସୋଆର କୁଳାଧିପତି ପ୍ରଫେସର ଡି.ପି. ରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଶ୍ୱବିଦ୍ୟାଳୟ ଷ୍ଟାଡିୟମ୍‌ରେ ପତାକା ଉତ୍ତୋଳନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସୋଆ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

Leave A Reply

Your email address will not be published.