କଲରାପତରିଆ ବାଘ ଛାଲ ଜବତ, ୬ ଅଟକ

ବାରିପଦା : ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ନିକଟ ଏକ ଢ଼ାବାରୁ ଏକ କଲରାପତରିଆ ବାଘ ଛାଲ ଜବତ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ୪୯ନଂ ଜାତୀୟ ରାଜପଥ ପାର୍ଶ୍ଵ ଏକ ଢ଼ାବାରେ ବାଘ ଛାଲ ଡିଲ୍ ଚାଲିଥିବା ବେଳେ ବନ ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ଚଢାଉ କରାଯାଇଥିଲା । ଚଢାଉ ବେଳେ ଏକ କଲରାପତରିଆ ବାଘ ଛାଲ ଜବତ ହୋଇଥିବା ବେଳେ ୬ ଚୋରା ଚାଲାଣକାରୀଙ୍କୁ ପୋଲିସ ଅଟକ ରଖିଛି ।

Leave A Reply

Your email address will not be published.

error: Content is protected !!