ଗ୍ରାମୀ ଆୱାର୍ଡ୍ସରେ ତୃତୀୟ ଥର ପୁରସ୍କାର ହାତେଇଲେ ରିକି କେଜ୍

ନୂଆଦିଲ୍ଲୀ : ୨୦୨୩ ବର୍ଷର ବହୁ ପ୍ରତୀକ୍ଷିତ ସଂଗୀତ ପୁରସ୍କାର କାର୍ୟ୍ୟକ୍ରମ ଗ୍ରାମୀ ଆୱାର୍ଡ୍ସରେ ପୁଣି ଥରେ ଭାରତ ସ୍ଥାନ ପାଇଛି । ବେଙ୍ଗାଲୁରୁର ସଂଗୀତକାର ରିକି କେଜ୍ ତୃତୀୟ ଥର ଗ୍ରାମୀ ପୁରସ୍କାର ଜିତିଛନ୍ତି । ରିକିଙ୍କୁ ତାଙ୍କ ଆଲବମ୍ ‘ଡିଭାଇନ୍ ଟାଇଡ୍‌ସ’ ପାଇଁ ଏହି ପୁରସ୍କାରରେ ସମ୍ମାନିତ କରାଯାଇଛି ।

Leave A Reply

Your email address will not be published.

error: Content is protected !!