୧୯ତମ ଧଉଳି-କଳିଙ୍ଗ ମହୋତ୍ସବର ଶୁଭ ଉଦ୍‍ଘାଟନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଓଡିଶୀ ସଙ୍ଗୀତ ନାଟକ ଏକାଡ଼େମୀ ଦ୍ୱାରା ଆୟୋଜିତ ୧୯ତମ ଧଉଳି-କଳିଙ୍ଗ ମହୋତ୍ସବ ଗତକାଲି ଶୁଭ ଉଦ୍‍ଘାଟନ ହୋଇଥିଲା । ପ୍ରଥମ ସନ୍ଧ୍ୟାରେ ଓଡ଼ିଶୀ, ଭାରତନାଟ୍ୟମ ଏବଂ ସମରକଳା (କଲାରିପାଇଟୁ ଓ ଛଉ) ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ ହୋଇଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.